ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୬ ଜାନୁଆରୀ (ହି.ସ.)- ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍
ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୬ ଜାନୁଆରୀ (ହି.ସ.)- ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା । ପରବର୍ତୀ ୬ ଦିନ ଅର୍ଥାତ୍ ୧୭ ତାରିଖ ଠାରୁ ୨୩ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande