
ଭୁବନେଶ୍ୱର, ୧୬ ଜାନୁଆରୀ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ଝାରସୁଗୁଡ଼ା ଜିଲ୍ଲାରେ ଭୀଷଣ ଶୀତ ଲହରି ଅନୁଭୂତ ହୋଇଥିବା ବେଳେ ଅନୁଗୁଳ ଓ ଜଗତସିଂହପୁରରେ ଶୀତ ଲହରି ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ