
ଭୁବନେଶ୍ୱର, 16 ଜାନୁଆରି (ହି.ସ.)- ରାଜ୍ୟପାଳଙ୍କୁ ସାକ୍ଷାତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଲୋକଭବନରେ ଓଡ଼ିଶାର ରାଜ୍ୟପାଳ
ହରିବାବୁ କମ୍ଭମପତିଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ୍ କଲି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା