ଅନୁଗୁଳ, ଝାରସୁଗୁଡ଼ା ଓ ଜଗତସିଂହପୁରରେ ଶୀତ ଲହରି ଅନୁଭୂତ
ଭୁବନେଶ୍ୱର, ୧୭ ଜାନୁଆରୀ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ, ଝାରସୁଗୁଡ଼ା ଓ ଜଗତସିଂହପୁରରେ ଶୀତ ଲହରି ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି, ଭବାନିପାଟଣାରେ ହାଲୁକା କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୧୭ ଜାନୁଆରୀ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ, ଝାରସୁଗୁଡ଼ା ଓ ଜଗତସିଂହପୁରରେ ଶୀତ ଲହରି ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande