ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି, ଭବାନିପାଟଣାରେ ହାଲୁକା କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୧୭ ଜାନୁଆରୀ (ହି.ସ.)- ଶନିବାର ସକାଳେ ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଭବାନିପାଟଣାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଆଜି ସକାଳେ ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ରୁ ୫୦୦ ମିଟର ମଧ୍ୟରେ ରହିଛି
ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି, ଭବାନିପାଟଣାରେ ହାଲୁକା କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୧୭ ଜାନୁଆରୀ (ହି.ସ.)- ଶନିବାର ସକାଳେ ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଭବାନିପାଟଣାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।

ଆଜି ସକାଳେ ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ରୁ ୫୦୦ ମିଟର ମଧ୍ୟରେ ରହିଛି । ସେହିପରି ଭବାନିପାଟଣାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande