
ଭୁବନେଶ୍ୱର, ୧୮ ଜାନୁଆରୀ (ହି.ସ.)- ରବିବାର ସକାଳେ ରାଜ୍ୟର ଭବାନିପାଟଣାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ