ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 19 ଜାନୁଆରି (ହି.ସ.)- ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀରେ ତାଙ୍କ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଭାଷାର ସୁରକ୍ଷା ଓ ସମୃଦ୍ଧିର ଅନ୍ୟତମ କର୍ଣ୍ଣଧାର ତଥା ଓଡ଼ିଆ ଅକ୍ଷର
ଶୁଭେଚ୍ଛା


ଭୁବନେଶ୍ୱର, 19 ଜାନୁଆରି (ହି.ସ.)- ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀରେ ତାଙ୍କ ନମନ

କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ

କହିଛନ୍ତି ଯେ, ଓଡ଼ିଆ ଭାଷାର ସୁରକ୍ଷା ଓ ସମୃଦ୍ଧିର ଅନ୍ୟତମ କର୍ଣ୍ଣଧାର ତଥା ଓଡ଼ିଆ ଅକ୍ଷର

ସହିତ ଆମକୁ ପରିଚିତ କରାଇଥିବା ବର୍ଣ୍ଣବୋଧର ସ୍ରଷ୍ଟା ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀରେ

ଭକ୍ତିପୂତ ପ୍ରଣାମ। ଓଡ଼ିଆ ଶିକ୍ଷା ଓ ସାହିତ୍ୟ ଜଗତକୁ ତାଙ୍କର ଅତୁଳନୀୟ ଅବଦାନ ଆମ ପାଇଁ

ସଦାସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande