ନାରୀନେତ୍ରୀ ପାର୍ବତୀ ଗିରିଙ୍କ ସ୍ମରଣ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 19 ଜାନୁଆରି (ହି.ସ.)- ନାରୀନେତ୍ରୀ ପାର୍ବତୀ ଗିରିଙ୍କ ସ୍ମୃତିଚାରଣ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ, ନାରୀନେତ୍ରୀ ପାର୍ବତୀ ଗିରିଙ୍କ ଜୟନ୍ତୀରେ ମୋର ଶ୍
ପାର୍ବତୀ


ଭୁବନେଶ୍ୱର, 19 ଜାନୁଆରି (ହି.ସ.)- ନାରୀନେତ୍ରୀ ପାର୍ବତୀ ଗିରିଙ୍କ ସ୍ମୃତିଚାରଣ କରିଛନ୍ତି

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ମହାନ

ସ୍ୱାଧୀନତା ସଂଗ୍ରାମୀ, ନାରୀନେତ୍ରୀ ପାର୍ବତୀ ଗିରିଙ୍କ ଜୟନ୍ତୀରେ ମୋର

ଶ୍ରଦ୍ଧାଞ୍ଜଳି ଜଣାଉଛି। ଦେଶର ସ୍ୱାଧୀନତା ପାଇଁ ତାଙ୍କର ସଂଗ୍ରାମ, ତ୍ୟାଗ ଅତୁଳନୀୟ।

ସମାଜସେବା ସହ ଆଦିବାସୀଙ୍କ କଲ୍ୟାଣ ଦିଗରେ ତାଙ୍କ ଉତ୍ସର୍ଗୀକୃତ ଜୀବନ ଚିର ଉଦାହରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande