
ଭୁବନେଶ୍ୱର, ୧୯ ଜାନୁଆରୀ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ୨୬ ତାରିଖ ସକାଳ ପର୍ଯ୍ୟନ୍ତ ଶୀତ ଲହରି ନେଇ ରାଜ୍ୟର ଜିଲ୍ଲା ଗୁଡିକୁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ