ପାର୍ବତୀ ଗିରିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପିଏମ ମୋଦି
ନୂଆଦିଲ୍ଲୀ, 19 ଜାନୁଆରି (ହି.ସ.)- ପାର୍ବତୀ ଗିରିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପିଏମ ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପାର୍ବତୀ ଗିରି ଜୀଙ୍କୁ ତାଙ୍କର ଜନ୍ମ ଶତବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ପ୍ରଧାନମନ୍ତ
ପାର୍ବତୀ ଗିରି


ନୂଆଦିଲ୍ଲୀ, 19 ଜାନୁଆରି (ହି.ସ.)- ପାର୍ବତୀ ଗିରିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ପିଏମ ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପାର୍ବତୀ ଗିରି

ଜୀଙ୍କୁ ତାଙ୍କର ଜନ୍ମ ଶତବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଔପନିବେଶିକ ଶାସନର ଅନ୍ତ ଘଟାଇବା

ଲାଗି ଆନ୍ଦୋଳନରେ ସେ ପ୍ରଶଂସନୀୟ ଭୂମିକା ଗ୍ରହଣ କରିଥିଲେ । ଜନ ସେବା ପ୍ରତି ତାଙ୍କର ଆଗ୍ରହ

ଏବଂ ସ୍ୱାସ୍ଥ୍ୟସେବା, ମହିଳା ସଶକ୍ତିକରଣ ଓ ସଂସ୍କୃତି କ୍ଷେତ୍ରରେ ତାଙ୍କର

କାର୍ଯ୍ୟ ଉଲ୍ଲେଖନୀୟ ଥିଲା। ଗତ ମାସର ମନ୍ କୀ ବାତକାର୍ଯ୍ୟକ୍ରମରେ

ମଧ୍ୟ ମୁଁ ଏହା କହିଥିଲି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande