ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ କୁମାର ଆଚାର୍ଯ୍ୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, 02 ଜାନୁଆରୀ (ହି.ସ.) ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ କୁମାର ଆଚାର୍ଯ୍ୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି,ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ଶୋକସନ୍ତପ୍ତ ପରିବାର
ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ କୁମାର ଆଚାର୍ଯ୍ୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ


ଭୁବନେଶ୍ୱର, 02 ଜାନୁଆରୀ (ହି.ସ.) ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ କୁମାର ଆଚାର୍ଯ୍ୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି,ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande