
ଭୁବନେଶ୍ୱର, 02 ଜାନୁଆରୀ (ହି.ସ.) କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବତନ ମୁଖ୍ୟମନ୍ତ୍ରୀ ‘ଉତ୍କଳ କେଶରୀ’ ଡ. ହରେକୃଷ୍ଣ ମହତାବଙ୍କୁ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଦେଇଛନ୍ତି ।
ଶ୍ରୀ ପ୍ରଧାନ ସୋସିଆଲ ମିଡିଆରେ ଲେଖିଛନ୍ତି, ମହାନ ସ୍ୱାଧୀନତା ସଂଗ୍ରାମୀ, ନବ ଉତ୍କଳର ନିର୍ମାତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ‘ଉତ୍କଳ କେଶରୀ’ ଡ. ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ