ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ
ଭୁବନେଶ୍ୱର, 02 ଜାନୁଆରି (ହି.ସ.)- ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଡ.ହରିବାକୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ରାଜନେତା, ସାହିତ୍ୟି
ରାଜ୍ୟପାଳଙ୍କ ଶ୍ରଦ୍ଧାଂଜଳି


ଭୁବନେଶ୍ୱର, 02 ଜାନୁଆରି (ହି.ସ.)- ଉତ୍କଳ କେଶରୀ

ଡଃ ହରେକୃଷ୍ଣ ମହତାବଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଡ.ହରିବାକୁ କମ୍ଭମପତି ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା

ରାଜନେତା,

ସାହିତ୍ୟିକ ଓ ଐତିହାସିକ ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ

ଶ୍ରାଦ୍ଧବାର୍ଷିକୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଓଡ଼ିଶା ପ୍ରତି ତାଙ୍କ ଅବଦାନ ଚିର

ସ୍ମରଣୀୟ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande