ଖଣ୍ଡଗିରି ମେଳା ପାଇଁ ଲାଗିବ ୧୦୦ ସିସିଟିଭି
ଭୁବନେଶ୍ୱର, ୦୨ ଜାନୁଆରୀ (ହି.ସ.)- ଖଣ୍ଡଗିରି ମାଘ ମେଳା ପାଇଁ ୧୦୦ଟି ସିସିଟିଭି ଲଗାଯିବ। ବିଏମ୍‌ସିର ପ୍ରସ୍ତୁତି ବୈଠକରେ ପରେ ମେୟର ସୁଲୋଚନା ଦାସ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ମେଳାରେ ଚୋରି ରୋକିବା ପାଇଁ ଅଧିକ ପୋଲିସ ଫୋର୍ସ ମୁତୟନ କରାଯିବ। ସାଧୁସନ୍ଥଙ୍କ ପାଇଁ ରହିବା, ଖାଇବା ଓ ଶୌଚା
ରତଚତ


ଭୁବନେଶ୍ୱର, ୦୨ ଜାନୁଆରୀ (ହି.ସ.)- ଖଣ୍ଡଗିରି ମାଘ ମେଳା ପାଇଁ ୧୦୦ଟି ସିସିଟିଭି ଲଗାଯିବ। ବିଏମ୍‌ସିର ପ୍ରସ୍ତୁତି ବୈଠକରେ ପରେ ମେୟର ସୁଲୋଚନା ଦାସ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ମେଳାରେ ଚୋରି ରୋକିବା ପାଇଁ ଅଧିକ ପୋଲିସ ଫୋର୍ସ ମୁତୟନ କରାଯିବ। ସାଧୁସନ୍ଥଙ୍କ ପାଇଁ ରହିବା, ଖାଇବା ଓ ଶୌଚାଳୟ ବ୍ୟବସ୍ଥା ହେବ। ମୋଟ୍ ୭ଟା ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ। ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିପାରିବେ ନାହିଁ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande