ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 02 ଜାନୁଆରି (ହି.ସ.)- ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ର
ଶ୍ରଦ୍ଧାଂଜଳି


ଭୁବନେଶ୍ୱର, 02 ଜାନୁଆରି (ହି.ସ.)- ଉତ୍କଳ କେଶରୀ

ଡଃ ହରେକୃଷ୍ଣ ମହତାବଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ପୁଣ୍ୟତିଥିରେ ଭକ୍ତିପୂତ

ପ୍ରଣାମ ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande