
ନୂଆଦିଲ୍ଲୀ/ଭୁବନେଶ୍ୱର, ୨୦ ଜାନୁୟାରୀ (ହି.ସ)- ବିଜେପିର ନବ ନିର୍ବାଚିତ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ନୂଆଦିଲ୍ଲୀରେ ସାକ୍ଷାତ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଏନେଇ ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଆଜି ନୂଆଦିଲ୍ଲୀରେ ବିଜେପିର ନବନିର୍ବାଚିତ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନୀତିନ ନବୀନଜୀଙ୍କୁ ସାକ୍ଷାତ କରି ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା