ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ, ଆଗାମୀ ୭ ଦିନ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ
ଭୁବନେଶ୍ୱର, ୨୦ ଜାନୁଆରୀ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ସେହିପରି ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା କିମ୍ବା ଶୀତ ଲହରି କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର
ଆଗାମୀ ୭ ଦିନ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ


ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ


ଭୁବନେଶ୍ୱର, ୨୦ ଜାନୁଆରୀ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

ସେହିପରି ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା କିମ୍ବା ଶୀତ ଲହରି କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande