ଚାଖି ଖୁଣ୍ଟିଆଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 20 ଜାନୁଆରି (ହି.ସ.)- ଚାଖି ଖୁଣ୍ଟିଆଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଭାରତ ମୁକ୍ତି ସଂଗ୍ରାମର ମହାନ ଯୋଦ୍ଧା ତଥା ମହାପ
ଶ୍ରଦ୍ଧାଂଜଳି


ଭୁବନେଶ୍ୱର, 20 ଜାନୁଆରି (ହି.ସ.)- ଚାଖି

ଖୁଣ୍ଟିଆଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ

ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଭାରତ

ମୁକ୍ତି ସଂଗ୍ରାମର ମହାନ ଯୋଦ୍ଧା ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ ଚାଖି

ଖୁଣ୍ଟିଆଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande