ମହାନ ବିପ୍ଳବୀ ଚାଖି ଖୁଣ୍ଟିଆଙ୍କ ସ୍ମରଣ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 20 ଜାନୁଆରି (ହି.ସ.)- ମହାନ ବିପ୍ଳବୀ ଚାଖି ଖୁଣ୍ଟିଆଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ବିପ୍ଳବୀ ଚାଖି ଖୁଣ୍ଟିଆଙ୍କ ଜୟନ୍ତୀରେ ଶତ କୋଟି ପ୍ରଣାମ ଜଣାଉଛ
ଚାଖି ଖୁଂଟିଆ


ଭୁବନେଶ୍ୱର, 20 ଜାନୁଆରି (ହି.ସ.)- ମହାନ ବିପ୍ଳବୀ

ଚାଖି ଖୁଣ୍ଟିଆଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ବିପ୍ଳବୀ ଚାଖି ଖୁଣ୍ଟିଆଙ୍କ ଜୟନ୍ତୀରେ

ଶତ କୋଟି ପ୍ରଣାମ ଜଣାଉଛି। ଜଣେ ନିର୍ଭୀକ ସଂଗ୍ରାମୀ ଭାବେ ତାଙ୍କର ଜୀବନୀ ଆମ ପାଇଁ ପ୍ରେରଣାର

ଉତ୍ସ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande