
ଭୁବନେଶ୍ୱର, 20 ଜାନୁଆରି (ହି.ସ.)- ଚନ୍ଦନ ହଜୁରୀଙ୍କ
ଜୟନ୍ତୀ ଅବସରରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ
ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ ତଥା ସାହସୀ ଯୋଦ୍ଧା ଚନ୍ଦନ
ହଜୁରୀ (ଚାଖି ଖୁଣ୍ଟିଆ)ଙ୍କ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା