ବୁଢାଦେଓ ମହୋତ୍ସବ ଉଦଯାପିତ
ବଲାଙ୍ଗିର, ୩ ଜାନୁଆରୀ (ହି.ସ.)- ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ନଅଗାଁ (ଖ ) ର ବୁଢାଦେଓ ଯାତ୍ରା ଅବସରରେ ଦୁଇ ଦିନ ଧରି ବୁଢାଦେଓ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଗ୍ରାମର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର, ବୁଢାଦେଓ ଯାତ୍ରା କମିଟି ଓ ଗ୍ରାମବାସୀଙ୍କ ତରଫରୁ ଆୟୋଜିତ ମହୋତ୍ସ
ବୁଢାଦେଓ ମହୋତ୍ସବ ଉତଯାପିତ.


ବଲାଙ୍ଗିର, ୩ ଜାନୁଆରୀ (ହି.ସ.)- ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ନଅଗାଁ (ଖ ) ର ବୁଢାଦେଓ ଯାତ୍ରା ଅବସରରେ ଦୁଇ ଦିନ ଧରି ବୁଢାଦେଓ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଗ୍ରାମର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର, ବୁଢାଦେଓ ଯାତ୍ରା କମିଟି ଓ ଗ୍ରାମବାସୀଙ୍କ ତରଫରୁ ଆୟୋଜିତ ମହୋତ୍ସବ ଗୁରୁବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ଦୁଇ ଦିନ ଧରି ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସାଂସ୍କୃତିକ ଦଳ ଆସି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ପରିବେଷଣ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande