
ଭୁବନେଶ୍ଵର, ୩ ଜାନୁଆରୀ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ପରବର୍ତୀ ସମୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ଧିରେ ଧିରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ