
ଭୁବନେଶ୍ୱର, 03 ଜାନୁଆରି (ହି.ସ.)- ଓଡ଼ିଶାର ପୂର୍ବତନ
ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ
ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର
ପୂର୍ବତନ ମୁଖ୍ୟମନ୍ତ୍ରୀ , ଆସାମର ପୂର୍ବତନ ରାଜ୍ୟପାଳ , ବିଶିଷ୍ଟ
ସାରସ୍ୱତ ସାଧକ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ପ୍ରଣାମ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା