
ଭୁବନେଶ୍ୱର, 03 ଜାନୁଆରି (ହି.ସ.)- ସାବିତ୍ରୀବାଈ ଫୁଲେଙ୍କ
ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନାରୀ ସଶକ୍ତିକରଣର ପ୍ରତୀକ ତଥା
ବିଶିଷ୍ଟ ଶିକ୍ଷାବିତ ସାବିତ୍ରୀବାଈ ଫୁଲେଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା