ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 03 ଜାନୁଆରି (ହି.ସ.)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର
କେନ୍ଦ୍ରମନ୍ତ୍ରୀଙ୍କ ଶ୍ରଦ୍ଧାଂଜଳି


ଭୁବନେଶ୍ୱର, 03 ଜାନୁଆରି (ହି.ସ.)- ଓଡ଼ିଶାର

ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ

କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ରାଜ୍ୟପାଳ

ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande