ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ
ଭୁବନେଶ୍ୱର, 03 ଜାନୁଆରି (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ
ରାଜ୍ୟପାଳ


ଭୁବନେଶ୍ୱର, 03 ଜାନୁଆରି (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ

ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ

କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ

ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି​।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande