ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 03 ଜାନୁଆରି (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ରାଜନେତା, ଓଡ଼ିଶାର
ଜାନକୀ


ଭୁବନେଶ୍ୱର, 03 ଜାନୁଆରି (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ

ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ

ରାଜନେତା, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀ ବଲ୍ଲଭ

ପଟ୍ଟନାୟକଙ୍କ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି। ରାଜ୍ୟର ସାମଗ୍ରିକ ବିକାଶରେ

ତାଙ୍କର ଯୋଗଦାନ ସର୍ବଦା ସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande