
ଭୁବନେଶ୍ୱର, 03 ଜାନୁଆରି (ହି.ସ.)- ସାବିତ୍ରୀ ବାଇ ଫୁଲେଙ୍କ
ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ
ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ସମାଜସେବୀ , ନାରୀଶିକ୍ଷା ତଥା ନାରୀ ମୁକ୍ତି
ଆନ୍ଦୋଳନର ଅଗ୍ରଦୂତ, ଭାରତ ବର୍ଷର
ପ୍ରଥମ ଶିକ୍ଷୟିତ୍ରୀ ସାବିତ୍ରୀ ବାଇ ଫୁଲେଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା