
ଭୁବନେଶ୍ୱର, 03 ଜାନୁଆରି (ହି.ସ.)- ପୁଷପୁନିର ଶୁଭେଚ୍ଛା ଜଣାଇଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି
ଯେ, ଓଡ଼ିଶାର ପ୍ରମୁଖ ପର୍ବ,
ଚାଷୀର୍ ତିହାର୍ ପୁଷପୁନି ଉପଲକ୍ଷେ ସମସ୍ତଙ୍କୁ ଅନେକ ଅନେକ
ଶୁଭେଚ୍ଛା ଓ ଅଭିନନ୍ଦନ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା