
ଭୁବନେଶ୍ୱର, 04 ଜାନୁଆରି (ହି.ସ.)
- ପ୍ରତାପ ଷଡଙ୍ଗୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି
ଯେ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ର ବାଲେଶ୍ଵର ସାଂସଦ ଶ୍ରୀ ପ୍ରତାପ ଷଡଙ୍ଗୀଙ୍କୁ ଜନ୍ମ
ଦିନର ହାର୍ଦ୍ଦିକ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଦୀର୍ଘ, ସୁସ୍ଥ ଏବଂ ନିରାମୟ
ଜୀବନ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା