
ଭୁବନେଶ୍ୱର, 04 ଜାନୁଆରି (ହି.ସ.)- ସନାତନ ବିଜୁଳିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ
ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବଡସାହିର
ମାନ୍ୟବର ବିଧାୟକ ଶ୍ରୀ ସନାତନ ବିଜୁଳିଙ୍କୁ ଜନ୍ମ ଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା।
ମା' ସମଲେଶ୍ଵରୀଙ୍କ ନିକଟରେ ଆପଣଙ୍କ ଦୀର୍ଘ, ସୁସ୍ଥ ଓ ମଙ୍ଗଳମୟ
ଜୀବନ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା