ମୁଖ୍ୟମନ୍ତ୍ରୀଙ୍କ ୧୬ ତମ ଅଭିଯୋଗ ଶୁଣାଣି
ଭୁବନେଶ୍ୱର, 05 ଜାନୁଆରି (ହି.ସ.)- ମୁଖ୍ୟମନ୍ତ୍ରୀଙ୍କ ୧୬ ତମ ଅଭିଯୋଗ ଶୁଣାଣି । ୟୁନିଟ୍-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଆଜି ୧୬ ତମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି । -
ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 05 ଜାନୁଆରି (ହି.ସ.)- ମୁଖ୍ୟମନ୍ତ୍ରୀଙ୍କ ୧୬ ତମ ଅଭିଯୋଗ ଶୁଣାଣି । ୟୁନିଟ୍-୨

ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଆଜି ୧୬ ତମ ଅଭିଯୋଗ ଶୁଣାଣି

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande