ଯୁବ ସାମ୍ବାଦିକା ଶୀଲା ପଟ୍ଟନାୟକଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ
ଭୁବନେଶ୍ୱର, 06 ଜାନୁଆରୀ (ହି.ସ.) ଯୁବ ସାମ୍ବାଦିକା ଶୀଲା ପଟ୍ଟନାୟକଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ଏପରି ଖବର ଦୁଃଖଦାୟକ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା
ଯୁବ ସାମ୍ବାଦିକା ଶୀଲା ପଟ୍ଟନାୟକଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ


ଭୁବନେଶ୍ୱର, 06 ଜାନୁଆରୀ (ହି.ସ.)

ଯୁବ ସାମ୍ବାଦିକା ଶୀଲା ପଟ୍ଟନାୟକଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ଏପରି ଖବର ଦୁଃଖଦାୟକ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ବୋଲି ସେ ଉଲ୍ଲେଖ କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ରଶ୍ମିତା


 rajesh pande