
ଭୁବନେଶ୍ୱର, 06 ଜାନୁଆରି (ହି.ସ.)
ଭୁବନେଶ୍ୱର, 06 ଜାନୁଆରୀ (ହି.ସ.) ବୁଧବାର
ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ୨୭ତମ
ପ୍ରତିଷ୍ଠା ଦିବସ ଉଦ୍ଯାପନୀ ସମାରୋହ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଡ଼.
ହରିବାବୁ କମ୍ଭମ୍ପାଟି, ପୂର୍ବତନ
ଉପ-ରାଷ୍ଟ୍ରପତି ଶ୍ରୀ ଏମ୍ ଭେଙ୍କେୟା ନାଇଡୁ,
ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ପଦ୍ମ ଭୂଷଣ ଡ଼.
ପ୍ରତିଭା ରାୟ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେବେ।
ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ