ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୬ ଜାନୁଆରୀ (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ବୌଦ୍ଧ, କନ୍ଧମାଳ, ନୟାଗଡ଼, କୋରାପୁଟ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି
ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୬ ଜାନୁଆରୀ (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ବୌଦ୍ଧ, କନ୍ଧମାଳ, ନୟାଗଡ଼, କୋରାପୁଟ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande