ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 06 ଜାନୁଆରି (ହି.ସ.)- ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନର ଅନେକ
ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 06 ଜାନୁଆରି (ହି.ସ.)- ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ

କହିଛନ୍ତି ଯେ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନର ଅନେକ

ଶୁଭେଚ୍ଛା । ମହାପ୍ରଭୁଙ୍କ ପାଖରେ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande