ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 06 ଜାନୁଆରି (ହି.ସ.)- ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନର ହାର୍ଦ୍ଦ
ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା


ଭୁବନେଶ୍ୱର, 06 ଜାନୁଆରି (ହି.ସ.)- ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନର ହାର୍ଦ୍ଦିକ

ଅଭିନନ୍ଦନ ଓ ଶୁଭେଚ୍ଛା। ଜନକଲ୍ୟାଣ ପାଇଁ ସମର୍ପିତ ସେବକ ଭାବେ ଆପଣଙ୍କ ନେତୃତ୍ୱ, ନିଷ୍ଠା ଏବଂ

ଦକ୍ଷତା ଆମ ପାଇଁ ପ୍ରେରଣା।

ମହାପ୍ରଭୁଙ୍କ ଆଶୀର୍ବାଦରୁ ଆପଣଙ୍କ ଜୀବନ ମଙ୍ଗଳମୟ ହେବା ସହ ସୁଖ

ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ଏତିକି ପ୍ରାର୍ଥନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande