ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି
ନୂଆଦିଲ୍ଲୀ, 06 ଜାନୁଆରି (ହି.ସ.)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ।
ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି


ନୂଆଦିଲ୍ଲୀ, 06 ଜାନୁଆରି (ହି.ସ.)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନର

ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ।

ରାଜ୍ୟର ବିକାଶ ଓ ଯୁବ ସଶକ୍ତି କରଣ ଦିଗରେ ତାଙ୍କର ଉଦ୍ୟମ ପ୍ରଶଂସନୀୟ । ତାଙ୍କର ସୁଦୀର୍ଘ ଓ

ସୁସ୍ଥ ଜୀବନ ପାଇଁ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande