ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେପ୍ରଭାତି ପରିଡା
ଭୁବନେଶ୍ୱର, 06 ଜାନୁଆରି (ହି.ସ.)- ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ''ଲୋକଙ୍କ ମୁଖ୍ୟମନ୍ତ୍ରୀ'' ଶ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନ ଅବସରରେ
ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା


ଭୁବନେଶ୍ୱର, 06 ଜାନୁଆରି (ହି.ସ.)- ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି

ଯେ, 'ଲୋକଙ୍କ ମୁଖ୍ୟମନ୍ତ୍ରୀ' ଶ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନ ଅବସରରେ

ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ମହାପ୍ରଭୁ

ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ନିରାମୟ ଜୀବନ ପାଇଁ ପ୍ରାର୍ଥନା କରୁଛି

। ସମାଜର ଶେଷ ପାହାଚରେ ଥିବା ଜନତାଙ୍କ

ସର୍ବାଙ୍ଗୀନ ବିକାଶ ପାଇଁ ଏବଂ ବିକଶିତ ଓଡ଼ିଶା ନିର୍ମାଣର ମହାନ କାର୍ଯ୍ୟକୁ ସଫଳ କରିବା ପାଇଁ

ମହାପ୍ରଭୁ ଆପଣଙ୍କୁ ନିରନ୍ତର ଶକ୍ତି ଓ ଆଶୀର୍ବାଦ ପ୍ରଦାନ କରନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande