
ଭୁବନେଶ୍ୱର, 08 ଜାନୁଆରୀ (ହି.ସ.) ଆଜି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅଧୀନରେ ମହିଳା ଓ ଶିଶୁ ବିକାଶ
ବିଭାଗ ସମ୍ମିଳନୀ କକ୍ଷରେ ମହିଳା ଓ ଶିଶୁ ବିକାଶ ବିଭାଗ ଓ ଉତ୍କଳିକା,ଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ
ମଧ୍ୟରେ ଏକ ବୁଝାମଣା ପତ୍ର ସ୍ଵାକ୍ଷରିତ ହେବ।ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟ
ଅତିଥି ଭାବେ ଯୋଗ ଦେବେ। ବହୁ ମାନ୍ୟଗଣ୍ୟ
ଅତିଥିବୃନ୍ଦ ଏହି କାର୍ଯ୍ୟକ୍ରମରେ ମଧ୍ୟ ସାମିଲ ହେବେ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ