
ଭୁବନେଶ୍ୱର, 08 ଜାନୁଆରୀ (ହି.ସ.) ଆଜି ଓଡ଼ିଶୀ ନୃତ୍ୟ ଗୁରୁ କେଳୁ ଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବ ପାଳନ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଗୁରୁ କେଳୁ ଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ଏହି ଆୟୋଜନ କରାଯିବ ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ