ଅନୁଗୁଳ, ଜଗତସିଂହପୁର, ଖୋର୍ଦ୍ଧା, ଝାରସୁଗୁଡ଼ାରେ ଶୀତ ଲହରି ଅନୁଭୂତ
ଭୁବନେଶ୍ୱର, ୮ ଜାନୁଆରୀ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଅନୁଗୁଳ, ଜଗତସିଂହପୁର, ଖୋର୍ଦ୍ଧା, ଝାରସୁଗୁଡ଼ାରେ ଶୀତ ଲହରି ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ଭବାନୀପାଟଣା ଓ ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୮ ଜାନୁଆରୀ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଅନୁଗୁଳ, ଜଗତସିଂହପୁର, ଖୋର୍ଦ୍ଧା, ଝାରସୁଗୁଡ଼ାରେ ଶୀତ ଲହରି ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande