ଭବାନୀପାଟଣା ଓ ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୮ ଜାନୁଆରୀ (ହି.ସ.)- ଗୁରୁବାର ସକାଳେ ରାଜ୍ୟର ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଭବାନୀପାଟଣା ଓ ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍
ଭବାନୀପାଟଣା ଓ ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୮ ଜାନୁଆରୀ (ହି.ସ.)- ଗୁରୁବାର ସକାଳେ ରାଜ୍ୟର ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଭବାନୀପାଟଣା ଓ ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande