
ଭୁବନେଶ୍ୱର, 08 ଜାନୁଆରି (ହି.ସ.)- ଗୁରୁ କେଳୁଚରଣ ମହାପାତ୍ରଙ୍କ ଜୟନ୍ତୀ ଅବସରରେ ତାଙ୍କ ସ୍ମୃତିଚାରଣ କରିଛନ୍ତି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି
ଯେ, ଓଡ଼ିଶୀ ନୃତ୍ୟକୁ ବିଶ୍ୱ ଦରବାରରେ ଏକ ସ୍ୱତନ୍ତ୍ର ପରିଚୟ ଦେଇଥିବା ମହାନ ଶିଳ୍ପୀ,
ନୃତ୍ୟଗୁରୁ,
ପଦ୍ମବିଭୂଷଣ,
ଗୁରୁ
କେଳୁଚରଣ ମହାପାତ୍ରଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ପ୍ରଣାମ। ଓଡ଼ିଶାର କଳା ଓ ସଂସ୍କୃତି ପ୍ରତି
ତାଙ୍କର ଅବଦାନ ଅତୁଳନୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା