ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 08 ଜାନୁଆରି (ହି.ସ.)- ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ଡ.ମାନିକ ସାହାଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେ
ତ୍ରିପୁରା ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 08 ଜାନୁଆରି (ହି.ସ.)- ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ଡ.ମାନିକ ସାହାଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା।

ତ୍ରିପୁରାର ବିକାଶ ଏବଂ ଯୁବଶକ୍ତିର ସଶକ୍ତିକରଣ ପାଇଁ ତାଙ୍କ ନିଷ୍ଠାପୂର୍ଣ୍ଣ ପ୍ରୟାସ

ଅତ୍ୟନ୍ତ ସ୍ତୁତିୟୋଗ୍ୟ। ମହାପ୍ରଭୁ ଶ୍ରୀ ଜଗନ୍ନାଥ ତାଙ୍କୁ ଉତ୍ତମ ସ୍ୱାସ୍ଥ୍ୟ,

ଦୀର୍ଘାୟୁ

ଏବଂ ଜନସେବା ପାଇଁ ଅବିରତ ଶକ୍ତି ପ୍ରଦାନ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande