ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 08 ଜାନୁଆରି (ହି.ସ.)- ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ତ୍ରିପୁରା ମୁଖ୍ୟମନ୍ତ୍ରୀ ଡ.ମାନିକ ସାହାଙ୍କୁ ଜନ୍ମଦିନର ଶୁଭେଚ୍ଛା । ତା
ତ୍ରିପୁରା ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 08 ଜାନୁଆରି (ହି.ସ.)- ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ତ୍ରିପୁରା ମୁଖ୍ୟମନ୍ତ୍ରୀ ଡ.ମାନିକ ସାହାଙ୍କୁ ଜନ୍ମଦିନର ଶୁଭେଚ୍ଛା । ତାଙ୍କର ଉତମ

ସ୍ୱାସ୍ଥ୍ୟ, ସୁଦୀର୍ଘ ଜୀବନ ଏବଂ ତ୍ରିପୁରା ବାସୀଙ୍କ ସେବାରେ ତାଙ୍କର ଅବିରତ ସଫଳତା କାମନା

କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande