
ଭୁବନେଶ୍ୱର, ୯ ଜାନୁଆରୀ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ଶୀତ ଲହରି ଅନୁଭୂତ ହୋଇଛି ।
ସେହିପରି କଟକ, ଖୋର୍ଦ୍ଧା, ସୁନ୍ଦରଗଡ଼ରେ ଶୀତ ଲହରି ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ