ଝାରସୁଗୁଡ଼ାରେ ଘନ କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୧ ଅକ୍ଟୋବର (ହି.ସ.)- ଝାରସୁଗୁଡ଼ାରେ ଗୁରୁବାର ଭୋର୍ ସମୟରେ ଘନ କୁହୁଡ଼ି ଦେଖାଦେଇଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande