ଛାତ୍ର ସଂସଦ ନିର୍ବାଚନ ନେଇ କୌଣସି ନିଷ୍ପତ୍ତି ଚୂଡାନ୍ତ ହୋଇନି- ମନ୍ତ୍ରୀ
ଭୁବନେଶ୍ୱର, 01 ଅକ୍ଟୋବର (ହି.ସ.)- ଛାତ୍ର ସଂସଦ ନିର୍ବାଚନ ନେଇ କୌଣସି ନିଷ୍ପତ୍ତି ଚୂଡ଼ାନ୍ତ ହୋଇନି । ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ରବଂଶୀ ସୂରଜ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସରକାରୀ ସ୍ତରରେ ବି ଏନେଇ ସ୍ଥିର ହୋଇନି । ଉଚ୍ଚଶିକ୍ଷା ବିଭାଗ ସବୁବେ
ଛାତ୍ର ସଂସଦ ନିର୍ବାଚନ ନେଇ     କୌଣସି ନିଷ୍ପତ୍ତି ଚୂଡାନ୍ତ ହୋଇନି- ମନ୍ତ୍ରୀ


ଭୁବନେଶ୍ୱର, 01 ଅକ୍ଟୋବର (ହି.ସ.)- ଛାତ୍ର ସଂସଦ

ନିର୍ବାଚନ ନେଇ କୌଣସି ନିଷ୍ପତ୍ତି ଚୂଡ଼ାନ୍ତ ହୋଇନି । ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ରବଂଶୀ ସୂରଜ

ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସରକାରୀ ସ୍ତରରେ ବି ଏନେଇ ସ୍ଥିର ହୋଇନି । ଉଚ୍ଚଶିକ୍ଷା

ବିଭାଗ ସବୁବେଳେ ଛାତ୍ର ସଂସଦ ନିର୍ବାଚନ ସପକ୍ଷରେ ବୋଲି ମନ୍ତ୍ରୀ କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande