ଡଃ ମାୟାଧର ମାନସିଂହଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 11 ଅକ୍ଟୋବର (ହି.ସ.)- ଡଃ ମାୟାଧର ମାନସିଂହଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ
ଶ୍ରଦ୍ଧାଂଜଳି


ଭୁବନେଶ୍ୱର, 11 ଅକ୍ଟୋବର (ହି.ସ.)- ଡଃ ମାୟାଧର ମାନସିଂହଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ

ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ

କବି, ଔପନ୍ୟାସିକ, ପଦ୍ମଶ୍ରୀ ଡଃ ମାୟାଧର

ମାନସିଂହଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି l

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande